ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଭାଜପାର ଦିଲ୍ଲୀ ନିର୍ବାଚନ ଇନଚାର୍ଜ ହେଲେ ବୈଜୟନ୍ତ ପଣ୍ଡା

0

ନୂଆଦିଲ୍ଲୀ: ଆଗକୁ ଦିଲ୍ଲୀ ନିର୍ବାଚନ ଏନେଇ ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଇଛି ଭାଜପା। ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ ବୈଜୟନ୍ତ ପଣ୍ଡାଙ୍କୁ ଦାୟିତ୍ୱ ଦିଆଯାଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ବୈଜୟନ୍ତଙ୍କୁ ଇନଚାର୍ଜ ଭାବେ ନିଯୁକ୍ତି କରିଛି। ସେହିପରି ଏମ୍‌ପି ଅତୁଲ ଗର୍ଗଙ୍କୁ ସହକାରୀ ଇନଚାର୍ଜ ଭାବେ ମଧ୍ୟ ନିଯୁକ୍ତି ମିଳିଛି। ଉଭୟଙ୍କୁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ନିଯୁକ୍ତି ଦେଇଛନ୍ତି।

ଦିଲ୍ଲୀ ବିଧାନସଭା ନିର୍ବାଚନ ଆଗକୁ ଅଛି। ସେଥିପାଇଁ ଦେଶର ପ୍ରମୁଖ ରାଜନୈତିକ ଦଳମାନେ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଶାସନ କ୍ଷମତାରେ ଥିବା ଆପ ଲଗାତାର ଭାବେ ସଭା ଓ ରୋଡ ଶୋ’ କରୁଥିବା ବେଳେ ଭାଜପା ମଧ୍ୟ ନିଜର ରଣନୀତି ପ୍ରସ୍ତୁତି କରିଦେଇଛି।

Leave A Reply

Your email address will not be published.