ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା

0

ଭୁବନେଶ୍ବର; ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି। ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ। ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ।

ଓପିଏସସିର ଜାରି ବିଜ୍ଞପ୍ତି ଅନୁସାରେ, ଅକ୍ଟୋବର ୨୭ରୁ ସକାଳ ୧୦ରୁ ୧୨ଟା ଜେନେରାଲ୍ ଷ୍ଟଡିଜ୍ ପେପର ୧ ହେବ। ସେହିପରି ଦ୍ୱିପ୍ରହର ୧ଟା୩୦ରୁ ୩ଟା୩୦ ପର୍ଯ୍ୟନ୍ତ ଜେନେରାଲ୍ ଷ୍ଟଡିଜ୍ ପେପର୨ ଅନୁଷ୍ଠିତ ହେବ। ଓପିଏସସି ବିଜ୍ଞପ୍ତି ଅନୁସାରେ ପିଡବ୍ଲୁଡି ବର୍ଗର ସମସ୍ତ ପ୍ରାର୍ଥୀଙ୍କୁ ଅତିରିକ୍ତ ୪୦ ମିନିଟର ସମୟ ମିଳିବ। ପରୀକ୍ଷା ହଲକୁ ଆଡମିଟ୍ କାର୍ଡ ସହ କୌଣସି ପ୍ରମାଣପତ୍ର ଆଣିବାକୁ ପଡିବ। ଓପିଏସସି ୱେବସାଇଟ୍ ରୁ ଆଡମିଟକାର୍ଡ ଡାଉନଲୋଡ୍ କରିପାରିବେ।

Leave A Reply

Your email address will not be published.