ପ୍ରମୁଖ ଖବର

କୋଲାବ ଜଳଭଣ୍ଡାରରେ ବୁଡ଼ି ୩ ନବୋଦୟ ଛାତ୍ରଙ୍କ ମୃତ୍ୟୁ
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ପୋଖରୀରେ ବୁଡ଼ି ୨ ନାବାଳିକା ମୃତ
ଭିଜିଲାନ୍ସ ଜାଲରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ହିନ୍ଦୀ ଶିକ୍ଷକ ଅଟକ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

0

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.