ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ରାଷ୍ଟ୍ରପତିଙ୍କ ଗସ୍ତକୁ ସ୍ଥଗିତ ରଖାଯାଇଛି । ଆସନ୍ତା ୨୩ରୁ ୨୫ ଓଡ଼ିଶା ଗସ୍ତରେ ଆସିଥାନ୍ତେ ରାଷ୍ଟ୍ରପତି। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବା ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ବରରେ ଅନେକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଗିତ ନେଇ ମୟୁରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ପ୍ରମୁଖ ଖବର
ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ