ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୋଲିସ ଏନକାଉଣ୍ଟରରେ ୫ ନକ୍ସଲ ନିହତ

0

ମହାରାଷ୍ଟ୍ର: ମହାରାଷ୍ଟ୍ରର ଗଡ଼ଚିରୋଲି ପୋଲିସକୁ ମିଳିଛି ବଡ ସଫଳତା। ମହାରାଷ୍ଟ୍ରର ଗଡ଼ଚିରୋଲି ଭାମରାଗଡ ତହସିଲ ଅନ୍ତର୍ଗତ କୋପରଶୀରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ୫ ଜଣ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ଗଡ଼ଚିରୋଲିର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ସି୬୦ କମାଣ୍ଡୋ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।
ସୂଚନା ମୁତାବକ, ଭାମରାଗଡର କୋପରି ଜଙ୍ଗଲରେ ପୁଲିସ ଓ ନକ୍ସଲ ମୁହାଁମୁହିଁ ହୋଇଛନ୍ତି। ଏହି ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ନେଇ ପୁଲିସକୁ ଗୁଇନ୍ଦା ସୂଚନା ମିଳିବାପରେ ସର୍ଚ୍ଚ ଅପରେସନ୍‌ ଆରମ୍ଭ ହୋଇଥିଲା। ସି୬୦ କମାଣ୍ଡୋର ୬୦ଟି ଫୋର୍ସ ଏଥିରେ ସାମିଲ ଅଛନ୍ତି।

Leave A Reply

Your email address will not be published.