ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

0

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସରକାର ଯନ୍ତ୍ରୀ। ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଚଢ଼ାଉ। କୈଳାଶ ସାହୁଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚାଲିଛି ରେଡ୍।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ସକାଳୁ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ବାସଭବନ ସମେତ ୧୦ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଚାଲିଛି ଏକକାଳୀନ ରେଡ୍। କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାଁରେ ବିଭିନ୍ନ ସମୟରେ ଦୁର୍ନତୀ ନେଇ ଅଭିଯୋଗ ହେଉଥିଲା।

Leave A Reply

Your email address will not be published.