କଟକ: ବାତ୍ୟା ପାଇଁ ବଡ଼ ନିଷ୍ପତ୍ତି ନେଲା ଓଡ଼ିଶା ଲୋକସେବା ଆୟୋଗ। ବାତ୍ୟା ଦାନା ପାଇଁ ଓଏଏସ୍ ପ୍ରିଲିମ୍ ପରୀକ୍ଷା ସ୍ଥଗିତ ରଖିଲା ଓଡ଼ିଶା ଲୋକସେବା ଆୟୋଗ। ଆସନ୍ତା ୨୭ ତାରିଖରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା ହେବାର ଥିଲା। କିନ୍ତୁ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ତେବେ ୭ ଦିନ ପରେ ନୂଆ ତାରିଖ ଧାର୍ୟ୍ୟ ହେବ ବୋଲି ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ କୁହାଯାଇଛି।
ପ୍ରମୁଖ ଖବର
କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍ରେ ମଦ ବିକ୍ରୟକୁ ଅନୁମତି
ଏଲ୍ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି