ଭୁବନେଶ୍ବର: ସ୍ୱାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ପରେ ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବା ନେଇ ସୂଚନା ମିଳିଛି।
ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା। ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ପରେ ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବା ନେଇ ସୂଚନା ମିଳିଛି।
ପ୍ରମୁଖ ଖବର
ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ