ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ

0

ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି।

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା। ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ।

Leave A Reply

Your email address will not be published.