ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି । ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ।
ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ ଡମ୍ପିଂ ୟାର୍ଡରେ ବାଘ ଦେଖାଯିବା ନେଇ ସୂଚନା ମିଳିଛି। ବାଘକୁ ବିମାନବନ୍ଦରରେ ଦେଖି ସାଧାରଣ ଲୋକ ଛାନିଆ ହୋଇଯାଇଛନ୍ତି। ତେବେ ବାଘକୁ ଠାବ କରିବା ପାଇଁ ବନ ବିଭାଗର ନଜର ରଖିଛି। ପ୍ଲାଷ୍ଟିକ ଜାଲରେ ବାଘକୁ କାବୁ ପାଇଁ ପ୍ରୟାସ କରାଯାଉଛି। ପୂର୍ବରୁ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖାଯାଇଥିଲା। ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ।
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା