ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବ୍ରତ ପାଇଁ ଆସିଥିବା ହବିଷ୍ୟାଳୀଙ୍କ ମୃତ୍ୟୁ

0

ପୁରୀ: ପୁରୀକୁ ହବିଷବ୍ରତ କରିବାକୁ ଆସିଥିବା ଜଣେ ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି। ବୃନ୍ଦାବତୀ ନିବାସରେ ରହୁଥିବା ରତ୍ନମଣୀ ମଙ୍ଗରାଜ ପ୍ରାୟ ୬୯ ବର୍ଷ ବୟସରେ ମୃତ୍ୟୁ ହୋଇଛି।

ସୂଚନା ଅନୁସାରେ ଆଜି ସକାଳ ସମୟରେ ଅସୁସ୍ଥତା କାରଣରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭକରାଯାଇଥିଲା। ସେ ଦୁର୍ବଳ ଅନୁଭବ କରିବ ସହିତ ପେଟ ଓ ଛାତି ଯନ୍ତ୍ରଣା ହେଉଥିବା କହିଥିଲେ। ତାଙ୍କର ପେଟରେ ଯନ୍ତ୍ରଣା ସହ ବାନ୍ତି ମଧ୍ୟ ହେଉଥିଲା। ରାତି ୮ ଟା ସମୟରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅଧିକ ଖରାପ ହେବାରୁ ଆବଶ୍ୟକୀୟ ଚିକିତ୍ସା ଯୋଗାଇ ଦିଆଯାଇଥିଲା। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Leave A Reply

Your email address will not be published.