ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

୨ ଓଡିଆ ଶ୍ରମିକଙ୍କ ମୃତ୍ୟୁରେ ୬ଲକ୍ଷ ସହାୟତା ରାଶି ଘୋଷଣା

0

ପାଟଣା: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ଦୁଇ ମୃତ ଶ୍ରମିକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୬ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ନୟାଗଡ ଜିଲ୍ଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରାଙ୍କର ମେଟ୍ରୋ ରେଳ ପ୍ରକଳ୍ପ କାମ ଚାଲିଥିବାବେଳେ ଦୁର୍ଘଟଣା ଘଟି ମୃତ୍ୟୁ ଘଟିଛି ।

Leave A Reply

Your email address will not be published.