ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନଭେମ୍ବର ୨୬ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ

0

ଭୁବନେଶ୍ବର; ନଭେମ୍ବର ୨୬ରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ। ନଭେମ୍ବର ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ। ବୁଧବାର ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟରେ ନୂଆ ସରକାର ଆସିବା ପରେ ପ୍ରଥମ ଥର ୨୬ରେ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ।

ବୁଧବାର ବିଧାନସଭା ସଚ୍ଚିବାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ନଭେମ୍ବରରେ ୫ ଏବଂ ଡିସେମ୍ବର ମାସରେ ୨୫ କାର୍ଯ୍ୟ ଦିବସ ରହିବ। ୨୦୨୪-୨୫ ପାଇଁ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ବୋଲି ଜଣାପଡିଛି।

Leave A Reply

Your email address will not be published.