ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କମିବ ପେଟ୍ରୋଲ ଓ ଡିଜେଲ ଦର

0

ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲାବାସୀଙ୍କୁ ମିଳିବ ଲାଭ। କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ ୪ ଟଙ୍କା ୪୫ ପଇସା ହ୍ରାସ ପାଇବ। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ ୪ଟଙ୍କା ୩୨ ପଇସା ହ୍ରାସ ପାଇବ।

Leave A Reply

Your email address will not be published.