ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କମିବ ପେଟ୍ରୋଲ ଓ ଡିଜେଲ ଦର

0

ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଓଡ଼ିଶାର ୯ଟି ସ୍ଥାନରେ ଉପକୃତ ହେବେ ଉପଭୋକ୍ତା। ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲାବାସୀଙ୍କୁ ମିଳିବ ଲାଭ। କୁନନପାଲିରେ ପେଟ୍ରୋଲ ୪ ଟଙ୍କା ୬୯ ପଇସା ଓ ଡିଜେଲ ୪ ଟଙ୍କା ୪୫ ପଇସା ହ୍ରାସ ପାଇବ। କାଲିମେଳାରେ ପେଟ୍ରୋଲ ୪ ଟଙ୍କା ୫୫ ପଇସା ଓ ଡିଜେଲ ୪ଟଙ୍କା ୩୨ ପଇସା ହ୍ରାସ ପାଇବ।

Leave A Reply

Your email address will not be published.