ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଉତ୍କର୍ଷ ଓଡ଼ିଶା – ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। ଏହି ଗସ୍ତକାଳରେ ସେ ରୋଡ ସୋ’ କରିବେ। ଏଥି ସହିତ ନିବେଶକମାନଙ୍କ ସହିତ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହି ଗସ୍ତ କାଳରେ ତାଙ୍କ ସହିତ ଶିଳ୍ପମନ୍ତ୍ର ସଂପଦ ସ୍ବାଇଁ ଓ ରାଜ୍ୟ ସରକାରଙ୍କର କିଛି ବରିଷ୍ଠ ଅଧିକାରୀ ରହିବେ।
ପ୍ରମୁଖ ଖବର
ଗୁଜରାଟକୁ ମୋଦୀଙ୍କ ବଡ଼ ଭେଟ: ୩୫ ହଜାର କୋଟିର ପ୍ରକଳ୍ପ, ନୂଆ ଟ୍ରେନ୍ ସେବା ଶୁଭାରମ୍ଭ
ବିରୋଧ ସତ୍ତ୍ୱେ ପଞ୍ଜାବ-ହରିୟାଣା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ମିଶ୍ର
ଦୁର୍ଗାପୂଜାକୁ ନେଇ ବଡ଼ ନିଷ୍ପତ୍ତି: ମହାଷ୍ଟମୀରେ ‘ଡ୍ରାଏ ଡେ’, ବନ୍ଦ ରହିବ ଡିଜେ
୯ ଯୁବ ଆଇଏଏସଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ