ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଡିସେମ୍ବର ୧୫ରେ ଓଡ଼ିଶା ସିଭିଲ ସର୍ଭିସେସ ପରୀକ୍ଷା

0

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସେସ (ପ୍ରିଲିମିନାରି) ପରୀକ୍ଷା-୨୦୨୩ ପାଇଁ ବୁଧବାର ତାରିଖ ଘୋଷଣା ହୋଇଛି । ଆସନ୍ତା ଡିସେମ୍ବର ୧୫ ତାରିଖରେ ଅନୁଷ୍ଠିତ ହେବ ପରୀକ୍ଷା । ଏନେଇ ଓପିଏସସି ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏହି ପରୀକ୍ଷା ପାଇଁ ସଂପୂର୍ଣ୍ଣ ସୂଚୀ ପରବର୍ତ୍ତୀ ସମୟରେ ପ୍ରକାଶ କରାଯିବ ବୋଲି ଓପିଏସସି ପକ୍ଷରୁ ଜାରି ନୋଟିସରେ କୁହାଯାଇଛି । ଓପିଏସ୍‌ସି ପକ୍ଷରୁ ଜାରି ନୋଟିସରେ କୁହାଯାଇଛି ଯେ, ଏହି ପରୀକ୍ଷା ସଂପର୍କିତ ଅନ୍ୟ କିଛି ସୂଚନା ଆସିଲେ, ତାକୁ ଓପିଏସସିର ୱେବସାଇଟ୍‌ http://opsc.gov.inରେ ଅପଲୋଡ୍ କରିଦିଆଯିବ । ପ୍ରାର୍ଥୀମାନେ ନିୟମିତ ବ୍ୟବଧାନରେ ଓପିଏସସିର ୱେବସାଇଟକୁ ଯାଇ ଏହି ପରୀକ୍ଷା ସଂପର୍କିତ୍ ଅପଡେଟେଡ୍ ସୂଚନା ପାଇପାରିବେ ।

ପ୍ରାର୍ଥୀମାନେ ନିୟମିତ ବ୍ୟବଧାନରେ ଓପିଏସ୍‌ସିର ୱେବସାଇଟକୁ ଯାଇ ଏହି ପରୀକ୍ଷା ସଂପର୍କିତ୍ ଅପ୍‌ଡେଟେଡ୍‌ ସୂଚନା ପାଇପାରିବେ ବୋଲି ନୋଟିସରେ କୁହାଯାଇଛି । ତେବେ ଗତ ଅକ୍ଟୋବର ୨୭ରେ ପରୀକ୍ଷା ହେବାର ଥିଲା । ବାତ୍ୟା ‘ଦାନା’ କାରଣରୁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା ।

Leave A Reply

Your email address will not be published.