ପ୍ରମୁଖ ଖବର

ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ, ମାର୍ଚ୍ଚ ୫ ପରେ ଘୋଷଣା ହୋଇପାରେ ତାରିଖ
ୟୁକ୍ରେନ୍‌ ଉପରେ ୩ ଦିନ ଆକ୍ରମଣ ବନ୍ଦ: ପୁଟିନଙ୍କ ନିର୍ଦ୍ଦେଶ
ଶିକ୍ଷକଙ୍କ ସମସ୍ୟା ଶୀଘ୍ର ସମାଧାନ ହେବ: ଉଚ୍ଚଶିକ୍ଷା ମନ୍ତ୍ରୀ
ଟ୍ରକ୍‌ ପଛରେ ପିଟିହେଲା କାର୍‌, ୮ ଛାତ୍ରଙ୍କ ମୃତ୍ୟୁ
ଶିକ୍ଷକ କେବଳ ପାଠ ପଢ଼ାନ୍ତି ନାହିଁ, ଭବିଷ୍ୟତ ଗଢ଼ନ୍ତି: ରାଷ୍ଟ୍ରପତି ମୁର୍ମୁ

ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ

0

ନୂଆଦିଲ୍ଲୀ: ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି ସୂଚନା ଦେବା ସହ ଶୁଭେଚ୍ଛା ଜଣାଇଛନ୍ତି।
ସୂଚନା ଅନୁଯାୟୀ, ଗଜପତି ଜିଲ୍ଲାରୁ ସବ୍ୟସାଚୀ ମଲ୍ଲ, ଗଞ୍ଜାମ ଜିଲ୍ଲାରୁ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକ, ମାଲକାନଗିରି ଜିଲ୍ଲାର ରିଙ୍ଗନ କିଣ୍ଡୋଙ୍କୁ ଚଳିତ ବର୍ଷର କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ମିଳିବ। ଏ ନେଇ ଟ୍ବିଟ କରି ୩ ପୋଲିସ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।

Leave A Reply

Your email address will not be published.