ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା

0

କଟକ: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ।
୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ, ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ହେବା ନେଇ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ସକାଳ ୯ଟାରୁ ଦିନ ସାଢେ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍‌ ସମୟ ମିଳିବ।

Leave A Reply

Your email address will not be published.