ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୋଲିସ ଇନ୍‌ଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

0

ବିଜାପୁର: ଛତିଶଗଡ ବିଜାପୁର ଜିଲାରେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ବୁଧବାର ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ସୁବଳ ଦୁଲାରୁ। ବିଜାପୁର ଜିଲା ଜଙ୍ଗଲା ଥାନା ଅଧୀନରେ ଥିବା ପୋଟେନାର ଗ୍ରାମରେ ମାଓବାଦୀମାନେ ଏକ ପ୍ରଜାକୋର୍ଟ କରିଥିଲେ। ଏଥିରେ ଇନ୍‌ଫର୍ମର ସନ୍ଦେହରେ ଜଣେ ଆଦିବାସୀ ଯୁବକ ସୁବଳଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ବିଜାପୁର ଅତିରିକ୍ତ ଏସ୍‌ପି ଚନ୍ଦ୍ରକାନ୍ତ ଗଭର୍ନା କହିଛନ୍ତି, ଦୁଲାରୁଙ୍କ ହତ୍ୟା ସମ୍ପର୍କରେ ସୂଚନା ମିଳିଛି। ଯାଞ୍ଚ ପାଇଁ ପୋଲିସ ଟିମ୍‌ ଘଟଣାସ୍ଥଳକୁ ପଠାଯାଇଛି।

Leave A Reply

Your email address will not be published.