ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଉପ ଜିଲ୍ଲାପାଳଙ୍କ  ଘରେ ପଶିଲା ଭିଜିଲାନ୍ସ

0

କାମାକ୍ଷାନଗର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଉପଜିଲ୍ଲାପାଳ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘର ଚଢ଼ାଉ କରିଛି। ୧୦ ଜଣ ଡିଏସପି ଓ ୨ଜଣ ଇନ୍ସପେକ୍ଟର ଏହି ଚଢ଼ାଉରେ ସାମିଲ ହୋଇଛନ୍ତି।

Leave A Reply

Your email address will not be published.