ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

0

ଭୁବନେଶ୍ବର: ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ।

ସେହିପରି ନିରାମୟ ଖୋଲା ନ ଥିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର। ଔଷଧ ନିଗମର ଔଷଧ ଠିକ୍‌ ସମୟରେ ପହଞ୍ଚୁଛି ନା ନାହିଁ ସମୀକ୍ଷା କରାଯାଇଛି। ଔଷଧ, ନାପକିନ୍‌ କିପରି ସ୍କୁଲ୍‌ରେ ପହଞ୍ଚିବ ତା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି।

Leave A Reply

Your email address will not be published.