ପ୍ରମୁଖ ଖବର

ଅପରାଧୀଙ୍କୁ ମିଳିବ କଡ଼ା ଜବାବ, ସହିଦ ହେବାକୁ ବି ପ୍ରସ୍ତୁତ: ଡିଜିପି
ଏସ୍‌ବିଆଇର ତଥ୍ୟ ଲିକ୍‌: ଡାର୍କ ୱେବ୍‌ରେ ୩.୭୫ ଲକ୍ଷ ରେକର୍ଡ, ତଦନ୍ତ ଆରମ୍ଭ
ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ଼ ମାମଲା: ଆଉ ୪ ଗିରଫ
୨୦୨୯ ସୁଦ୍ଧା ନିଶାମୁକ୍ତ ଭାରତ ଲକ୍ଷ୍ୟ: ଅମିତ ଶାହ

୨୪ ଘଣ୍ଟା ଖୋଲା ରହିବ ନିରାମୟ ଔଷଧ କେନ୍ଦ୍ର

0

ଭୁବନେଶ୍ବର: ୨୪ ଘଣ୍ଟା ନିରାମୟ ଔଷଧ କେନ୍ଦ୍ର ଖୋଲା ରଖିବାକୁ ନିର୍ଦ୍ଦେଶ। ନିର୍ଦ୍ଦେଶ ଦେଲେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେପରି ଏହାର ଖିଲାପ ନ ହେବ ସେଥିପାଇଁ ସ୍କ୍ବାଡ୍‌ ଗଠନ ହୋଇଥିବା ନେଇ ସୂଚନା ଦେଲେ ମନ୍ତ୍ରୀ।

ସେହିପରି ନିରାମୟ ଖୋଲା ନ ଥିଲେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର। ଔଷଧ ନିଗମର ଔଷଧ ଠିକ୍‌ ସମୟରେ ପହଞ୍ଚୁଛି ନା ନାହିଁ ସମୀକ୍ଷା କରାଯାଇଛି। ଔଷଧ, ନାପକିନ୍‌ କିପରି ସ୍କୁଲ୍‌ରେ ପହଞ୍ଚିବ ତା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି।

Leave A Reply

Your email address will not be published.