ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୭ ପୋଲିସ କର୍ମଚାରୀ ନିଲମ୍ବିତ

0

କାନପୁର: ଉତ୍ତରପ୍ରଦେଶର କାନପୁର ଜିଲ୍ଲାର ସିସାମାଉ ବିଧାନସଭା ଆସନ, ମୁଜାଫରନଗରର ମେରାପୁର ବିଧାନସଭା ଆସନ ଏବଂ ମୋରଦାବାଦର କୁଣ୍ଡାର୍କି ବିଧାନସଭା ଆସନରେ ଭୋଟରଙ୍କ ପରିଚୟ ଯାଞ୍ଚ ଅଭିଯୋଗରେ ୭ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନଙ୍କୁ ନିଲମ୍ବିତ କରିଛନ୍ତି ନିର୍ବାଚନ ଆୟୋଗ।
କାନପୁରରେ ୨, ମୁଜାଫରନଗରରେ ୨ ଏବଂ ମୋରଦାବାଦରେ ୩ ଜଣ ପୋଲିସଙ୍କୁ ନିଲମ୍ବିତ କରାଯାଇଛି। ଅଖିଳେଶ ଯାଦବଙ୍କ ଅଭିଯୋଗ ଆଧାରରେ ନିର୍ବାଚନ ଆୟୋଗ ଏହି ପଦକ୍ଷେପ ନେଇଛନ୍ତି। ଅଖିଳେଶ ଯାଦବ ଏକ୍ସ ଆକାଉଣ୍ଟରେ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ କାନପୁର ନଗର ପୋଲିସ କମିଶନର ଉକ୍ତ ପୋଷ୍ଟ ସମ୍ପର୍କରେ ଯାଞ୍ଚ କରାଯାଉଥିବା ଦର୍ଶାଇଥିଲେ।

Leave A Reply

Your email address will not be published.