ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ

0

ଲକାନଗିରି-ଛତିଶଗଡ଼ ସୀମା ଏମ୍ ଭି-୭୯ ଜିନ୍ଦଲଗୁଡ଼ା ନିକଟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁମୁହିଁଁ ହୋଇଛନ୍ତି। ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଥିବ ବେଳେ ଜଣେ ନକ୍ସଲ ମଧ୍ୟ ନିହତ ହୋଇଛନ୍ତି। ଆହତ ଯବାନ ଜଣଙ୍କ ହେଲେ ଡମ୍ବୁର ବଡ଼ ନାୟକ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଗୋଡ଼ରେ ୨ଟି ଗୁଳି ବାଜିଛି।

 ଛତିଶଗଡ଼ରୁ କିଛି ନକ୍ସଲ ନଦୀ ପାର ହୋଇ ମାଲକାନଗିରି ଅଭିମୁଖେ ଆସୁଥିବା ସୁରକ୍ଷାକର୍ମୀମାନେ ଗୋଇନ୍ଦା ସୁତ୍ରରୁ ଖବର ପାଇଥିଲେ।  ପରେ ସେହି ଅଞ୍ଚଳରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ସୁରକ୍ଷାକର୍ମୀ ଓ ନକ୍ସଲ ମୁହାଁ ମୁହିଁ ହୋଇଥିଲେ। ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରେ ଗୁଳି ଚାଳନା କରିଥିଲେ। ସୁରକ୍ଷା କର୍ମୀମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଗୁଳିବିନିମୟରେ  ନକ୍ସଲ ନିହତ ହୋଇଥିବା ବେଳେ  ଜଣେ ଯବାନ ଆହତ ହୋଇଛନ୍ତି।

Leave A Reply

Your email address will not be published.