ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପଳାଶୁଣି ଛକରେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ

0

ଭୁବନେଶ୍ବର: ପଳାଶୁଣି ଛକରେ ଘଟିଛି ହୃଦୟ ବିଦାରକ ଦୁର୍ଘଟଣା। ରାସ୍ତା ପାର୍‌ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ମୃତ ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ଟ୍ରକ୍‌ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ମଞ୍ଚେଶ୍ବର ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଗୁରୁବାର ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ଜଣାପଡିଛି। ମହିଳା ଜଣଙ୍କ ରାସ୍ତା ପାର୍‌ ହୋଉଥିବା ବେଳେ ସାମନା ପଟୁ ଏକ ଟ୍ରକ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡି ଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.