ପ୍ରମୁଖ ଖବର

୨୭ ରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ
ନୂଆଦିଲ୍ଲୀରେ ଓଡ଼ିଶା ଭବନର ନୂତନ ବିଲ୍‍ଡିଂ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଓଟିଇଟି ପ୍ରଶ୍ନପତ୍ର ଜାଲିଆତି ମାମଲା: ୫ ତାରିଖରେ ହେବ ଶୁଣାଣି
ଦୁଇ ଦିନ ମଧ୍ୟରେ ଭାଜପାର ରାଜ୍ୟସଭା ପ୍ରାର୍ଥୀ ଚୂଡ଼ାନ୍ତ ହେବେ: ବିଜୟପାଲ ସିଂ ତୋମାର
ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନରେ ସମ୍ମାନିତ ହେଲେ ପିଏମ୍ ମୋଦୀ
ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ପ୍ରକାଶ ପାଇଲା ବିଜ୍ଞପ୍ତି

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ

0

ଜୟପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ମୃତ। ବାଇକ୍‌ରେ ଯିବାବେଳେ ମାଡ଼ିଗଲା ଟ୍ରକ, ଚାଲିଗଲା ୪ ଜଣଙ୍କ ଜୀବନ। କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଏନ୍ଏଚ୍ ୨୬ ଜବାକନାଡ଼ି ନିକଟରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା।

ଗୋଟିଏ ବାଇକ୍‌ରେ ୪ ଜଣ ଯିବାବେଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ସଦର ଥାନା ପୋଲିସ ଜ଼ିଲ୍ଲା ମୂଖ୍ୟ ଚିକିତ୍ସାଳୟକୁ ପହଞ୍ଚି ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ଏଯାଏ ମୃତକମାନଙ୍କର ପରିଚୟ ମିଳିନାହିଁ। ଦୁର୍ଘଟଣାର କାରଣ ଜଣା ପଡିନଥିବା ବେଳେ ଗୋଟିଏ ବାଇକ୍‌ରେ ବିପଦପୂର୍ଣ୍ଣ ଭାବେ ୪ ଜଣ ଯାଉଥିବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ଅନୁମାନ କରାଯାଉଛି।

Leave A Reply

Your email address will not be published.