ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଏକନାଥ ସିନ୍ଦେ

0

ମହାରାଷ୍ଟ୍ର: ଇସ୍ତଫା ଦେଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ। ଏକନାଥ ସିନ୍ଦେ। ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀକୁ ନେଇ ମହାୟୁତି ଗଠବନ୍ଧନରେ ବିବାଦ ଲାଗି ରହିଛି। ଏହି ସମୟରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଏକନାଥ ଶିନ୍ଦେ ଇସ୍ତଫା ଦେଇଛନ୍ତି। ରାଜଭବନ ଯାଇ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କୁ ଭେଟି ସେ ନିଜ ଇସ୍ତଫାପତ୍ର ଦେଇଛନ୍ତି। ଏକନାଥ ସିନ୍ଦେଙ୍କ ସହ ତାଙ୍କ ପୂରା ମନ୍ତ୍ରିମଣ୍ଡଳ ମଧ୍ୟ ଇସ୍ତଫା ଦେଇଛନ୍ତି। ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତାଙ୍କୁ ପରବର୍ତ୍ତୀ ସରକାରର ଶପଥ ଗ୍ରହଣ ପର୍ଯ୍ୟନ୍ତ ତାଙ୍କ ପଦରେ ରହିବାକୁ କହିଛନ୍ତି।

ସିଏମଙ୍କ ଇସ୍ତଫା ସହିତ ନୂତନ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟ ଶେଷ ହୋଇଛି। ଏବେ ବିଶ୍ୱାସ କରାଯାଉଛି ଯେ ଭାଜପା ବିଧାନସଭା ପାର୍ଟିର ବୈଠକ ପରେ ଆଜି ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ମଧ୍ୟ ଘୋଷଣା କରାଯିବ। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ​​ବିଜେପି, ଶିବସେନା ଏବଂ ଏନସିପିର ମେଣ୍ଟକୁ ବହୁମତ ମିଳିଛି । ତେବେ ଏବେ ବି କିଏ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ ତାହାକୁ ନେଇ ସସ୍‌ପେନ୍ସ ଏବେ ବି ରହିଛି।

Leave A Reply

Your email address will not be published.