ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ସ୍କୁଲ ବସ୍ ଧକ୍କାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ

0

ଢେଙ୍କାନାଳ: ସ୍କୁଲ ବସ‌କୁ ଧକ୍କା ଦେଲା ଟ୍ରଲର, ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ। ଧକ୍କା ଦେଇଥିବା ଟ୍ରଲର୍ ଡ୍ରାଇଭର୍ ଫେରାର। ଢେଙ୍କାନାଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୋରିଆଁ ନିକଟରେ ଏହି ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ୧୦ ଛାତ୍ରଛାତ୍ରୀଙ୍କ ସହ ଜଣେ ଶିକ୍ଷକ ମଧ୍ୟ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସ୍‌ଟି ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ନେଇ ସ୍କୁଲ ଛାଡ଼ିବାକୁ ଯାଉଥିଲା। ଏହି ସମୟରେ ଏକ ଟ୍ରଲର ଆସି ସ୍କୁଲ ବସ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରଲରକୁ ଜବତ କରାଯାଇଥିବା ବେଳେ ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣାପଡିଛି। ଆହତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.