ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ଆସାମ ସରକାର

0

ଆସାମ: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଆସାମ ସରକାର। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ ଦିଆଯିବ ନାହିଁ ଏବଂ ଏହା କୌଣସି ସାର୍ବଜନୀନ କାର୍ଯ୍ୟ କିମ୍ବା ସର୍ବସାଧାରଣ ସ୍ଥାନରେ ମଧ୍ୟ ଦିଆଯିବ ନାହିଁ।

ଆଜି ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏହି ସମୟରେ ରାଜ୍ୟରେ ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.