ପ୍ରମୁଖ ଖବର

୪୧୦୫ ଅଭିଯୋଗର ସମାଧାନ, ଆସୁଛି ‘ସ୍ପେଶାଲ କ୍ୟାମ୍ପେନ୍ ୬.୦’
କଏଦୀଙ୍କୁ ଅନାବଶ୍ୟକ ମାଡ଼ ମନା, ଜେଲ୍‌ ୱାର୍ଡେନ୍‌ଙ୍କୁ ହାଇକୋର୍ଟଙ୍କ ଚେତାବନୀ
ଜମ୍ମୁ-କଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦାବି ପ୍ରସ୍ତାବ ପାରିତ
ଫାସ୍‌ଟ୍ୟାଗ୍ ବାର୍ଷିକ ପାସ୍ ବ୍ୟବହାରକାରୀ ୧ କୋଟି ଟପିଲେ
ଷଷ୍ଠ ଶ୍ରେଣୀ ପାଇଁ ବି ତୃତୀୟ ଭାଷାରେ ରିହାତି, ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଏନ୍‌ଡିଏକୁ ଯିବୁନି, ଯିଏ ଆସିବାକୁ ଚାହୁଁଛି ଆମ ସହ ଆସୁ: ଶରଦ ପାୱାର
୧୦ ବର୍ଷରେ ତମାଖୁଜାତ ଦ୍ରବ୍ୟରୁ ୭୩୪୬ କୋଟି ଟିକସ ଆଦାୟ
ୟୁପିଆଇ ଚାର୍ଜକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ମତ
ଏଆଇ ଉପରେ ଲାଗୁ ହେଉ ନିୟନ୍ତ୍ରଣ, ନଚେତ ଭୟଙ୍କର ପରିଣାମ: ବିଲ୍ ଗେଟ୍ସ
ପଞ୍ଚମ ଦିନରେ ବି ଥମିଲାନି ଖଣି ଆଇନ ତାତି, ହଟ୍ଟଗୋଳରେ ଗୃହ ମୁଲତବୀ

ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଲେ ଆସାମ ସରକାର

0

ଆସାମ: ଆସାମ ସରକାର ବୁଧବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଆସାମ ସରକାର। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ଗୋ’ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ ଦିଆଯିବ ନାହିଁ ଏବଂ ଏହା କୌଣସି ସାର୍ବଜନୀନ କାର୍ଯ୍ୟ କିମ୍ବା ସର୍ବସାଧାରଣ ସ୍ଥାନରେ ମଧ୍ୟ ଦିଆଯିବ ନାହିଁ।

ଆଜି ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏହି ସମୟରେ ରାଜ୍ୟରେ ଗୋ’ମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.