ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍

0

ଭୁବନେଶ୍ବର: ଖୁବ୍ ଶୀଘ୍ର ଦୂରଦର୍ଶନରେ ସାନ୍ତାଳୀ ଭାଷାରେ ପଢାଯିବ ନ୍ୟୁଜ୍। ୬ରୁ ୭ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବା ନେଇ ସୂଚନା ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ। ସେ କହିଛନ୍ତି ସାନ୍ତାଳୀ ଭାଷାରେ ନ୍ୟୁଜ୍ ପଢା ନେଇ ରାଷ୍ଟ୍ରପତିଙ୍କର ଆଗ୍ରହ ଥିଲା।

ସାନ୍ତାଳ ମାନେ ସାଧାରଣତଃ ଓଡିଶା, ବିହାର ଏବଂ ଆସାମରେ ବସବାସ କରନ୍ତି। ସାନ୍ତାଳମାନେ ଉତ୍ତର ବଙ୍ଗଳାଦେଶର ରାଜସାହି ଡିଭିଜନ ଏବଂ ରଙ୍ଗପୁର ଡିଭିଜନର ସର୍ବବୃହତ୍ ସଂଖ୍ୟାଲଘୁ ଅଟନ୍ତି। ନେପାଳରେ ମଧ୍ୟ ଅନେକ ସାନ୍ତାଳ ଜନଜାତି ଲୋକ ବସବାସ କରନ୍ତି। ସାନ୍ତାଳ ଶଦ୍ଦ ପଶ୍ଚିମବଙ୍ଗର ମେଦିନୀପୁର ଅଞ୍ଚଳର ତତ୍କାଳୀନ ସିଲଦାର ବାସୀନ୍ଦା ସାଓ୍ବନ୍ତ ମାନଙ୍କୁ ବୁଝାଏ।

Leave A Reply

Your email address will not be published.