ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ

0

କେନ୍ଦ୍ରାପଡ଼ା: ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

ଓମାନରେ ଛାତ ଭୁଷୁଡି ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଶୁକଦେବ ସ୍ୱାଇଁଙ୍କ ପୁଅ ବିପିନ ବିହାରୀ ସ୍ବାଇଁ। ତାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା।

Leave A Reply

Your email address will not be published.