ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ହୋଟେଲ ଛାତରୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

0

ଭୁବନେଶ୍ୱର: ଏକ ତରଫା ପ୍ରେମର କରୁଣ ପରିଣତି। ହୋଟେଲ ଛାତରୁ ଡେଇଁ ମହିଳାଙ୍କ ପାଇଁ ଜୀବନ ହାରିଲେ ଯୁବକ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକ ଓୟୋ ହୋଟେଲ ଛାତରୁ ଡେଇଁପଡି ନିଜ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଯୁବକ ନୟାଗଡ ଜିଲାର ଦୀପକ ନାୟକ ବୋଲି ଜଣାପଡିଛି।

ଖବର ଅନୁଯାୟୀ ଦୀପକ ଏକ ଡ୍ୟାନ୍ସ ଗ୍ରୁପ ଚଳାଉଥିଲେ। ସେ ଜଣେ ନୃତ୍ୟଶିଳ୍ପୀଙ୍କ ସହ ଏକପାଖିଆ ପ୍ରେମରେ ପଡ଼ିଥିଲେ। କିନ୍ତୁ ନୃତ୍ୟଶିଳ୍ପୀ ଜଣକ ପ୍ରେମକୁ ପ୍ରତ୍ୟାଖାନ କରିଥିଲେ, ଯାହା ହୁଏତ ତାଙ୍କୁ ଚରମ ପଦକ୍ଷେପ ନେବାକୁ ବାଧ୍ୟ କରିଥାଇପାରେ। ଘଟଣା ବିଷୟରେ ସୂଚନା ପାଇ ଭରତପୁର ପୋଲିସ ମୃତଦେହ ଜବତ କରିଛି ଏବଂ ତଦନ୍ତ ଆରମ୍ଭ କରିଛି। ଓୟୋ ହୋଟେଲ ପଛପଟୁ ଯୁବକଙ୍କ ମୃତଦେହ ମିଳିଛି।

Leave A Reply

Your email address will not be published.