ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଜମ୍ମୁକାଶ୍ମୀରରେ ପୋଲିସ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀ ମୃତ

0

ଜମ୍ମୁକାଶ୍ମୀର: କୁଲଗାମରେ ୫ ଆତଙ୍କୀ ସଫା। ଗୁଳି ବିନିମୟରେ ଦୁଇ ସୁରକ୍ଷାକର୍ମୀ ଆହତ ହୋଇଥିବା ସୂଚନା ରହିଛି। ଜମ୍ମୁକାଶ୍ମୀର କୁଲଗାମରେ ବଡ଼ ଧରଣର ଏନ୍‌କାଉଣ୍ଟରl କଦ୍ଦର ଗାଁରେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଭୀଷଣ ଗୁଳି ବିନିମୟ। ୨ ଆତଙ୍କବାଦୀଙ୍କୁ ଘେରି ସୁରକ୍ଷାକର୍ମୀଙ୍କ ଜୋରଦାର ଫାୟାରିଂl ସୁରକ୍ଷାକର୍ମୀଙ୍। ସେପଟେ ଆତଙ୍କବାଦୀଙ୍କ ଗୁଳିରେ ୨ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, କୁଲଗାମ ଜିଲ୍ଲାର ବେହେବାଗ ଥାନା କଦେର ଗ୍ରାମରେ ଏହି ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଜୋରଦାର ଗୁଳି ବିନିମୟ ହୋଇଛି। ୫ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି ସୁରକ୍ଷାକର୍ମୀ l ସୁରକ୍ଷାକର୍ମୀଙ୍କ ଗୁଳିରେ ଏଯାବତ ୫ ଆତଙ୍କବାଦୀ ନିହତ ହୋଇଥିବା ବେଳେ ୨ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।

ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୮ ତାରିଖରେ, ଜାମ୍ମୁର ଅଖନୋର ଅଞ୍ଚଳରେ ୩ ଆତଙ୍କବାଦୀଙ୍କୁ ସଫା କରିଥିଲେ ସୁରକ୍ଷା ବାହିନୀ । ତା’ପରେ ଆତଙ୍କବାଦୀମାନେ ସେନା କନଭେନ ଉପରେ ଆକ୍ରମଣ କରିଥିଲେ l ଏହାପରେ ସୁରକ୍ଷା ବାହିନୀଙ୍କ ତରଫରୁ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା। ଏହି ଅପରେସନ୍ ସମୟରେ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ନିହତ ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଥିଲା ।

Leave A Reply

Your email address will not be published.