ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ରାସ୍ତାରେ ଠିଆ ହୋଇଥିବା ବେଳେ ମାଡ଼ିଗଲା ପିକଅପ୍‌, ଜଣେ ମୃତ

0

ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧୀନ ବନ୍ଧୋପଲା ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ ଠିଆ ହୋଇଥିବା ଲୋକଙ୍କ ଉପରେ ଏକ ପିକଅପ୍‌ ମାଡ଼ି ଯାଇଥିଲା। ଫଳରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତ ବୃଦ୍ଧ ଜଣକ ହେଲେ କୁମାରପଡ଼ା ନକଟିଗୁଡାର ରାହେମ ତୁଲ ଖାଁ। ଦୁଇ ଗୁରୁତର ହେଲେ ଅଶୋକ ମହାରଣା ଓ ମୁରଲୀ ହଂସ।

ଗୁରୁତର ଦ୍ୱୟଙ୍କୁ ଭବାନୀପାଟଣା ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏ ନେଇ ଭବାନୀପାଟଣା ସଦର ଥାନା ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ବେଳେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଅନ୍ୟପକ୍ଷେ ଧକ୍କା ଦେଇଥିବା ମିନି ପିକଅପ ଦୁର୍ଘଟଣା ଘଟାଇ ଚମ୍ପଟ ମାରିଥିବା ବେଳେ ଯାହାର ଭିଡିଓ ଏବେ ସିସିଟିଭି ଫୁଟେଜରେ କଏଦ ହୋଇଛି।

Leave A Reply

Your email address will not be published.