ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

0

ଭୁବନେଶ୍ବର; ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ ଜଳିପୋଡ଼ି ନଷ୍ଟ ହୋଇଯାଇଛି। ତେବେ ବର୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।

ସତ୍ୟନଗରସ୍ଥିତ ପ୍ରେସର କୁକର ଗୋଦାମରେ ନିଆଁ ଲାଗିଥିବା ଦେଖିବା ପରେ ସ୍ଥାନୀୟଲୋକେ ଗୋଦାମ ମାଲିକ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ପ୍ରେସର କୁକର ଗୋଦାମରେ ତାଲା ପଡ଼ିଥିବାରୁ ପାଣି ଢାଳି ନିଆଁ ଲିଭାଇବା ସହଜ ହେଲା ନାହିଁ। ଫଳରେ ଚାରିଆଡେ ନିଆଁ ବ୍ୟାପି ଯାଇଥିଲା। ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ୨ଟି ଅଗ୍ନିଶମ ବାହିନୀର ଉଦ୍ୟମ ଜାରି ରଖଥିବା ସୂଚନା ମିଳିଛି।

Leave A Reply

Your email address will not be published.