ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା

0

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲାରେ ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ ସାକ୍ଷ୍ୟ ଗ୍ରହଣ। କୋର୍ଟରେ ସାକ୍ଷୀ ଦେଇପାରନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଘଟଣାର ସମସ୍ତ ଭିଡିଓ ଡିସ୍‌ପ୍ଲେ କରିପାରନ୍ତି ଅରୁଣ। ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିବେ ଶ୍ରୀ ବୋଥ୍ରା। ତେବେ ଏହି ହାଇ ପ୍ରୋଫାଇଲ ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା। ଗତ ସେପ୍ଟେମ୍ବର ମାସରେ ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଥିଲା।

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ ସାକ୍ଷ୍ୟ ଗ୍ରହଣ। କୋର୍ଟରେ ସାକ୍ଷୀ ଦେଇପାରନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଘଟଣାର ସମସ୍ତ ଭିଡିଓ ଡିସ୍‌ପ୍ଲେ କରିପାରନ୍ତି ଅରୁଣ। ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିବେ ଶ୍ରୀ ବୋଥ୍ରା। ତେବେ ଏହି ହାଇ ପ୍ରୋଫାଇଲ ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା। ଗତ ସେପ୍ଟେମ୍ବର ମାସରେ ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଥିଲା।

Leave A Reply

Your email address will not be published.