ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପାର୍ସଲ ବୋମା ମାମଲା: ସାକ୍ଷୀ ଦେବେ ଅରୁଣ ବୋଥ୍ରା

0

ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ମାମଲାରେ ଆଜି ପାଟଣାଗଡ ଏଡିଜେ କୋର୍ଟରେ ସାକ୍ଷ୍ୟ ଗ୍ରହଣ ରହିଛି। ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ ସାକ୍ଷ୍ୟ ଗ୍ରହଣ। କୋର୍ଟରେ ସାକ୍ଷୀ ଦେଇପାରନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଘଟଣାର ସମସ୍ତ ଭିଡିଓ ଡିସ୍‌ପ୍ଲେ କରିପାରନ୍ତି ଅରୁଣ। ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିବେ ଶ୍ରୀ ବୋଥ୍ରା। ତେବେ ଏହି ହାଇ ପ୍ରୋଫାଇଲ ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା। ଗତ ସେପ୍ଟେମ୍ବର ମାସରେ ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଥିଲା।

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ପୋରଣ ଘଟଣାକୁ ୬ ବର୍ଷ ପୂରି ଯାଇଥିବା ବେଳେ ଏବେବି ବି କୋର୍ଟରେ ଏହାର ଶୁଣାଣି ଚାଲିଛି। ଆଜି ପାଟଣାଗଡ଼ ଏଡିଜେ କୋର୍ଟରେ ହେବ ସାକ୍ଷ୍ୟ ଗ୍ରହଣ। କୋର୍ଟରେ ସାକ୍ଷୀ ଦେଇପାରନ୍ତି ତତ୍କାଳୀନ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା। ଘଟଣାର ସମସ୍ତ ଭିଡିଓ ଡିସ୍‌ପ୍ଲେ କରିପାରନ୍ତି ଅରୁଣ। ୬୦ ନମ୍ବର ସାକ୍ଷୀ ଭାବରେ ଆଜି ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିବେ ଶ୍ରୀ ବୋଥ୍ରା। ତେବେ ଏହି ହାଇ ପ୍ରୋଫାଇଲ ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା। ଗତ ସେପ୍ଟେମ୍ବର ମାସରେ ପୁଞ୍ଜିଲାଲକୁ ନେଇ ହୋଇଥିବା କ୍ରାଇମସିନ୍‌ର ସିଡି ଡିସ୍‌ପ୍ଲେ ପାଇଁ ଶୁଣାଣି ବେଳେ ଦାବି ହୋଇଥିଲା।

Leave A Reply

Your email address will not be published.