ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଭିଜିଲାନ୍ସ ଜାଲରେ ବୋରିଗୁମ୍ମା ଏଆରଆଇ

0

ବୋରିଗୁମ୍ମା: ଭିଜିଲାନ୍ସ ଜାଲରେ ଏଆରଆଇ ବାବୁ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଆସିଷ୍ଟାଣ୍ଟ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହେଉଛି। ବର୍ତ୍ତମାନ ସେ ଆରଆଇ ପୋଷ୍ଟରେ ଇନଚାର୍ଜ ଅଛନ୍ତି।

ବୋରିଗୁମ୍ମାରେ ଥିବା ଏକ ବିଲ୍ଡିଂ ସହ ସରକାରୀ ଅଫିସ ଚାମ୍ବରରେ ଚଢ଼ାଉ ହୋଇଛି। ବୋରିଗୁମ୍ମାରେ ଆବାସିକ ଦୁଇ ମହଲା ଘରେ ଚଢ଼ାଉ ଚାଲିଥିବା ବେଳେ ତାଙ୍କ ଝିଅଙ୍କ ଭଡା ଘର, ରଣସପୁରରେ ଥିବା ପୈତୃକ ଘର, ସମ୍ପର୍କୀୟଙ୍କ ଘର ଓ ଦୁଇ ମହଲା ମାର୍କେଟ କମ୍ପ୍ଲେକ୍ସରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୮ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ।

ଆଜି ସକାଳୁ ସକାଳୁ ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି ଏହି ଚଢ଼ାଉରେ ୩ ଜଣ ଡିଏସପି, ୭ଜଣ ଇନ୍ସପେକ୍ଟର, ୫ଜଣ ଏଏସଆଇ ଓ ଭିଜିଲାନ୍ସ ଟିମ୍ ସାମିଲ ହୋଇଛନ୍ତି।

Leave A Reply

Your email address will not be published.