ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଓସିଏ ସଭାପତି ପଦ ଛାଡିଲେ ବବି ଦାସ

0

କଟକ: ଓସିଏ ସଭାପତି ପଦ ଛାଡିଲେ ବବି ଦାସ। ଓଡିଶା କ୍ରିକେଟ ଆସୋସିଏସନ୍(ଓସିଏ) ପଦବୀରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦେସ ଓରଫ ବବି ଦାସ। ନିଜର ବ୍ୟକ୍ତିଗତ କାରଣ ଦର୍ଶଇ ବବି ପଦ ଛାଡିଛନ୍ତି। ବବି ତାଙ୍କ ପଦରୁ ଇସ୍ତଫା ଦେବା ନେଇ ସୂଚନା ଦେଇଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ଆସନ୍ତା ୪୫ ଦିନ ମଧ୍ୟରେ ନୂଆ ସଭାପତି ନିର୍ବାଚନ ହେବ ବୋଲି ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।

ବବି ଦାସ ବ୍ୟକ୍ତିଗତ କାରଣ ଦର୍ଶାଇ ପଦରୁ ଇସ୍ତଫା ଦେଇଛନ୍ତି। ଯେ ପର୍ଯ୍ୟନ୍ତ ନିର୍ବାଚନ ହେଇନାହିଁ ସେପର୍ଯ୍ୟନ୍ତ ଉପସଭାପତି ପଙ୍କଜ ଲୋଚନ ମହାନ୍ତି ସଭାପତି ଦାୟିତ୍ୱ ଭାର ସମ୍ଭାଳିବେ। ୨୦୨୨ ଅକ୍ଟୋବର ୨୮ ଓଡିଶା କ୍ରିକେଟ ଆସୋସିଏସନର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ବବି ଦାସ। ହେଲେ ଆସୋସିଏସନକୁ ବେଶୀ ସମୟ ଦେଇପାରୁନଥିଲେ।

Leave A Reply

Your email address will not be published.