ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ନୂଆବର୍ଷରେ ନିଆଁ ଲାଗି ଜଳିଗଲା ୧୨ ବଖରା ଘର

0

ନିଆଳି: ନୂଆବର୍ଷରେ ବଡ ଅଘଟଣ। ନିଆଁ ଲାଗି ଜଳିଗଲା ୧୨ ବଖରା ଘର। କଟକ ଜିଲ୍ଲା ନିଆଳି ମାଧବ ଅଞ୍ଚଳରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ପ୍ରଧାନ ସାହିରେ ଅଗ୍ନିକାଣ୍ଡ ଘଟି ୧୨ ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି। ନିଆଁ ଲାଗି ପାଖାପାଖି ଲକ୍ଷାଧିକ ଟଙ୍କାର ସମ୍ପତି ପୋଡି ନଷ୍ଟ ହୋଇଯାଇଛି।

ଶଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡ ଯୋଗୁ ପାଖାପାଖି ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ ହୋଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ୨ଟି ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛନ୍ତି।

Leave A Reply

Your email address will not be published.