ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଦେଶବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

0

ନୂଆଦିଲ୍ଲୀ: ନୂତନ ବର୍ଷ ୨୦୨୫ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ଏହି ବର୍ଷ ସମସ୍ତଙ୍କ ପାଇଁ ନୂତନ ସୁଯୋଗ, ସଫଳତା ଏବଂ ଅସୀମ ସୁଖ ଆଣିଦେଉ। ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧିର ଆଶୀର୍ବାଦ ମିଳୁ।

ସେହିପରି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନୂତନ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ଆପଣ ସମସ୍ତଙ୍କୁ ନୂତନ ବର୍ଷର ଶୁଭେଚ୍ଛା। ଏହି ବର୍ଷ ଆପଣଙ୍କ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧତା ଏବଂ ଉତ୍ତମ ସ୍ବାସ୍ଥ୍ୟ ଆଣିଦେଉ। ଏହା ମୋର କାମନା।

Leave A Reply

Your email address will not be published.