ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ।

୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। ମନୋଜ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲାରେ ଜିଲାପାଳ, କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି।

Leave A Reply

Your email address will not be published.