ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶ୍ରୀମନ୍ଦିର ସେବାୟତ ବିଶ୍ଵନାଥ ଖୁଣ୍ଟିଆ ନିଲମ୍ବିତ

0

ପୁରୀ: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଶୃଙ୍ଖଳା ଆଚରଣ ପାଇଁ ଶ୍ରୀମନ୍ଦିର ମୁଖ ପଖାଳ ସେବାୟତ ବିଶ୍ବନାଥ ଖୁଣ୍ଟିଆଙ୍କୁ ୩ ମାସ ପାଇଁ ନିଲମ୍ବନ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଏହି ପଦକ୍ଷେପ ନେଇଛନ୍ତି। ଅନ୍ୟ ସେବାୟତଙ୍କୁ ମାରପିଟ୍‌ ଘଟଣାରେ ବିଶ୍ଵନାଥଙ୍କୁ ୩ ମାସ ପାଇଁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ୩ ମାସ ପାଇଁ ତାଙ୍କୁ ସମସ୍ତ ପ୍ରକାର ସେବାରୁ ନିବୃତ୍ତ ରହିବାକୁ ନିର୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ ଶ୍ରୀମନ୍ଦିରରେ ବିଶୃଙ୍ଖଳାକୁ କୌଣସି ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ପୂର୍ବରୁ ବିଶ୍ବନାଥଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା

Leave A Reply

Your email address will not be published.