ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ବଢିବ ତାପମାତ୍ରା, କମିବ ଶୀତ

0

ଭୁବନେଶ୍ବର: ରାଜ୍ୟ ରେ ଗତ କିଛି ଦିନ ଧରି ରାତି ତାପମାତ୍ରା କମ୍ ରହିବା ଯୋଗୁଁ ଶୀତ ଅନୁଭୂତ ହେଉଛି। କିନ୍ତୁ ଏବେ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବ ଓ ଦିନ ତାପମାତ୍ରା ୧-୨°C ବୃଦ୍ଧି ହେବ ତେଣୁ ଶୀତ ର ପ୍ରଭାବ ଆସନ୍ତା ୩-୪ ଦିନ ଯାଏଁ କମ୍ ରହିବ।

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତର ଓଡ଼ିଶାର ଅନେକ ଅଞ୍ଚଳ ସହ ଉପକୂଳ ଓଡ଼ିଶା ର କିଛି ଅଞ୍ଚଳ ରେ ମଧ୍ୟମ ରୁ ଘନ କୁହୁଡ଼ି ପ୍ରଭାବ ରହିପାରେ। କଳାହାଣ୍ଡି, କନ୍ଧମାଳ, କୋରାପୁଟ, ରାୟଗଡ଼ା ଜିଲ୍ଲାର କିଛି ଅଞ୍ଚଳ ରେ ଘନ କୁହୁଡ଼ି ପ୍ରଭାବ ରହିବ। ଆସନ୍ତା ୭ ଦିନ ଯାଏଁ ରାଜ୍ୟ ରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୭ ତାରିଖ ରୁ ପୁଣି ରାତି ତାପମାତ୍ରା ୨-୩°C କମିବା ସମ୍ଭାବନା ରହିଛି ତେଣୁ ୧୭ ରୁ ପୁଣି ଥଣ୍ଡା ଅନୁଭୂତ ହୋଇପାରେ।

ସାର୍ଥକ ମିଶ୍ର

Leave A Reply

Your email address will not be published.