ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ମାତୃବିୟୋଗ

0

ପୁରୀ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି। ୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।

ମିଳିଥିବା ସୂଚନା ଅନୁସାରେ ଲୋଭାବତୀ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ କଟକରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୁରୀ ଜିଲ୍ଲା ନୂଆହାଟର ନିଭରଣ ବାସିନ୍ଦା ଲୋଭାବତୀ ପରିଡାଙ୍କର ୫ ପୁଅଝିଅ ଅଛନ୍ତି । ପ୍ରଭାତୀ ହେଉଛନ୍ତି ତାଙ୍କର ତୃତୀୟ ସନ୍ତାନ। ମାଆଙ୍କ ମୃତ୍ୟୁ ଖବର ଶୁଣି ପୈତୃକ ଗାଁ ନିଭରଣରେ ପହଞ୍ଚଛନ୍ତି ପ୍ରଭାତୀ ପରିଡ଼ା। ସେଠାରେ ଲୋଭାବତୀଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି।

Leave A Reply

Your email address will not be published.