ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆସନ୍ତାକାଲି ଠାରୁ କମିବ ଶୀତ, ବଢିବ ତାପମାତ୍ରା

0

ଭୁବନେଶ୍ଵର: କିଛି ଦିନ ଧରି ରାତି ତାପମାତ୍ରା ହ୍ରାସ ପାଇବା ହେତୁ ଶୀତ ର ପ୍ରକୋପ ଅଧିକ ରହୁଛି। ତେବେ ଆସନ୍ତା କାଲି ଠାରୁ ରାତି ତାପମାତ୍ରା ୨-୪°C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ତେଣୁ ଶୀତ ର ପ୍ରକୋପ ହ୍ରାସ ପାଇବ। ସେହିପରି ଏହି ସମୟ ରେ ଦିନ ତାପମାତ୍ରା ୧-୨°C ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି ତେଣୁ ଦିନ ରେ ଖରା ସାମାନ୍ୟ ବୃଦ୍ଧି ପାଇପାରେ।

ଅନ୍ୟପଟେ ବଙ୍ଗୋପସାଗର ରେ ଏକ ଗୁରୁଚାପ କ୍ଷେତ୍ର ର ଉପସ୍ଥିତି ହେତୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବ ରେ ଉପକୂଳ ଓ ଆଖପାଖ ଜିଲ୍ଲା ଯଥା ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ଵର , ଯାଜପୁର, କେଉଁଝର , ମୟୂରଭଞ୍ଜ ଜିଲ୍ଲାର କେତେକ ଅଞ୍ଚଳ ରେ ରାତି ଓ ସକାଳ ସମୟ ରେ ମଧ୍ୟମ ରୁ ଘନ କୁହୁଡ଼ି ପ୍ରଭାବ ରହିପାରେ। ସାର୍ଥକ ମିଶ୍ର

Leave A Reply

Your email address will not be published.