ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

0

ଭୁବନେଶ୍ବର: ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ। ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅବସରପ୍ରାପ୍ତ ଆଇଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ। ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ମଧୁସୂଦନ ପାଢ଼ୀଙ୍କୁ ଏହି ପଦରେ ନିଯୁକ୍ତି ପ୍ରଦାନ କରାଯାଇଛି ।

ତେବେ ମଧୁସୂଦନ ପାଢ଼ୀ ହେଉଛନ୍ତି ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କାର୍ଯ୍ୟ କରିଥିଲେ। ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।

Leave A Reply

Your email address will not be published.