ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ଅସୁସ୍ଥ

0

ବରଗଡ଼: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave A Reply

Your email address will not be published.